ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ୍ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ । ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ । ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ କହିବା ଅନୁସାରେ, OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । କହିରଖୁଛୁ କି, ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି ।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..