ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠୁ ଷୋଡ଼ଶ ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଭଳି ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟ ସରଗରମ ରହିବ । ରାଜ୍ୟରେ ମହିଳା ସୁରକ୍ଷା, ବିପର୍ଯ୍ୟୟ ଆଇନ ଶୃଙ୍ଖଳା ସ୍ଥିତି, ମଣ୍ଡିରୁ ଧାନ ଉଠିନପାରିବା ଓ ବେକାରୀ ସମସ୍ୟା ପ୍ରମୁଖ ପ୍ରସଙ୍ଗ ସାଜିବ । ଏନେଇ ଉଭୟ ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ସରିଥିବା ଉଭୟ ଦଳର ବିଧାୟକମାନେ କହିଛନ୍ତି ।






More Stories
ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବଡ଼ ବାତ୍ୟା…..
ଆଜି ନୂଆଁଖାଇ;ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ…..
ଫେରିବ ମୌସୁମି…..