ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତାକାଲି ଗାନ୍ଧିଙ୍କ ଓଡିଶା ଆଗମନର ୧୦୦ ବର୍ଷ ପୂରଣ ହେବ | ମହାତ୍ମା ଗାନ୍ଧିଙ୍କ ଉପରେ କାଲି ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହେବ । ଏନେଇ ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହେବ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ସେ ଆହୁରି କହିଛନ୍ତି ଯେ ସ୍ୱତନ୍ତ୍ର ଆଲୋଚନା ହେବ, ସଂକଳ୍ପ ଅଣାଯାଇ ପାରିତ କରାଯିବ। ଏଥିପାଇଁ କାଲି ପ୍ରଶ୍ନକାଳ, ଶୂନ୍ୟକାଳ, ମୁଲତବି ଆଲୋଚନା ବାତିଲ କରାଯାଇଛି। ଦିନ ୧୦ଟା ୩୦ରୁ ୧ଟା ୩୦ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଆଲୋଚନା ହେବ। ଏହି ସମୟରେ ମହାତ୍ମା ଗାନ୍ଧିଙ୍କ ଓଡ଼ିଶା ଗସ୍ତର ବିଭିନ୍ନ ଦିଗ ଉପରେ ଆଲୋଚନା ହେବ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..