ରିପୋର୍ଟ କାର୍ଡ / ଭୁବନେଶ୍ଵର
ବିଜେପିରେ ମିଶିଲେ ବାଲେଶ୍ଵର ପୂର୍ବତନ ସାଂସଦ ରବିନ୍ଦ୍ର ଜେନା । ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ରବିନ୍ଦ୍ରଙ୍କର ଶତାଧିକ ସମର୍ଥକ ମଧ୍ୟ ପଦ୍ମ ଧରିଛନ୍ତି |
More Stories
୧ରୁ ଭିତରକନିକା ବନ୍ଦ…..
ବାରବାରୀ ଷ୍ଟାଡିୟମକୁ ଏନଜିଟିର ନୋଟିସ…..
ଆଇଏଫଏସ ଅଧିକାରୀସ୍ତରରେ ଅଦଳବଦଳ……