ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ଷଷ୍ଠ ଦିନ । ଆଜି ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ସଦସ୍ୟ ମାନେ ଏସସିବି ଅଗ୍ନିକାଣ୍ଡ ପ୍ରସଙ୍ଗ ଉଠାଇ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ପ୍ରବଳ ହଟ୍ଟଗୋଳ ଯୋଗୁଁ ବାଚସ୍ପତି ପ୍ରଥମେ ଗୃହକୁ ୧୨ଟା ଯାଏଁ ମୁଲତବୀ ଘୋଷଣା କରିଥିଲେ। କିନ୍ତୁ ୧୨ ଟା ପରେ ମଧ୍ୟ ବିଧାନସଭା ଚାଲିପାରିନାହିଁ , ଫଳରେ ପୁର୍ନବାର ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖାଯାଇଛି।






More Stories
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ…..
ଏସ୍ସିବି ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି…..
ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା…..