ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଆଜି ବିହାର ବିଧାନ ପରିଷଦ ସଦସ୍ୟ (ଏମଏଲସି) ପଦରୁ ଇସ୍ତଫା ଦେବେ। ଏହା ପରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ୨୦୨୪ ରେ ନୀତୀଶ ବିହାର ବିଧାନ ପରିଷଦକୁ ନିର୍ବାଚିତ ହୋଇଥିଲେ। ତାଙ୍କର ଏହି କାର୍ଯ୍ୟକାଳ ୨୦୩୦ରେ ଶେଷ ହେବାକୁ ଥିଲା। ୨୦୨୫ ରେ ବିହାର ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟର ବିଜୟ ପରେ ସେ ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏବେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଛନ୍ତି।






More Stories
ରାମମନ୍ଦିର ଦାନ ଅର୍ଥ ଆତ୍ମସାତ୍ ମାମଲା;ଚମ୍ପତ ରାୟ,ଅନିଲ ମିଶ୍ର ଦୋଷମୁକ୍ତ…..
ଯୁବଶକ୍ତି ଦେଶର ସବୁଠୁ ମୂଲ୍ୟବାନ ସମ୍ପତ୍ତି…..
“ଆଜି,ଭାରତ ଏକ ସ୍ଥିର ସରକାର ସହିତ ବିଶ୍ୱ ସ୍ତରରେ ପ୍ରଗତି କରୁଛି……