ରିପୋର୍ଟ କାର୍ଡ / ପୁରୀ
ପୁରୀ ସମୁଦ୍ରରେ ଆଜି ଏକ ଅଘଟଣ ଘଟିଛି। ଗାଧୋଇବା ବେଳେ ସମୁଦ୍ରରେ ଭାସି ଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ସେକ୍ଟର ୧୪ ଲାଇଟ ହାଉସ ନିକଟ ବେଳାଭୂମିରେ ପର୍ଯ୍ୟଟକ ଭାସିଯାଇଥିଲେ। ଏହାପରେ ସେମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ମୃତ ପର୍ଯ୍ୟଟକଙ୍କ ପରିଚୟ ଅସ୍ପଷ୍ଟ ରହିଛି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..