ରିପୋର୍ଟ କାର୍ଡ / ଭୁବନେଶ୍ୱର
Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ କରାଯାଇଛି। ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ SIR ସ୍ଥଗିତ ନେଇ ନିଷ୍ପତ୍ତି ନିଆଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଏପ୍ରିଲ ୧ରୁ ରାଜ୍ୟରେ SIR ହେବା ନେଇ ସୂଚନା ଦେଇଥିଲେ CEO।






More Stories
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……
ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି…..
ପ୍ରଥମ ବନ୍ୟାଜଳ ଛାଡିଲା ହୀରାକୁଦ…..