ରିପୋର୍ଟ କାର୍ଡ / ଭୁବନେଶ୍ୱର
IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ OPTCLର CMD ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଅନ୍ୟପକ୍ଷେ, CEO ଆର ସନ୍ଥ ଗୋପାଳନଙ୍କୁ OSBCL ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……