ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଗକୁ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ରହିଛି। ଏଥିଲାଗି ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏ ନେଇ ଆଜି ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ବୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ପୂର୍ବରୁ ମାର୍ଚ୍ଚ ୨୮ ତାରିଖରେ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରଚାର କରିଥିଲେ। ଏବଂ ସେଠାରେ ରହୁଥିବା ଓଡିଆ ମାନଙ୍କୁ ଭେଟିଥିଲେ।






More Stories
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ରିଲ୍ସ ନିଶାରେ ନଦୀକୁ ଡେଇଁଲେ ଯୁବକ…..
୬ ସ୍ୱତନ୍ତ୍ର ଟ୍ରେନ୍ ସେବା ସମ୍ପ୍ରସାରଣ….