Report Card Odisha

| Daily Odia News

ପୁରୀରେ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି…..

ରିପୋର୍ଟ କାର୍ଡ / ପୁରୀ

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ଅନୁମତି। ଜଙ୍ଗଲ ଜମିକୁ ଅନୁମୋଦନ ଦେଲା କେନ୍ଦ୍ର। ଶ୍ରୀ ଜଗନ୍ନାଥ ବିମାନବନ୍ଦର ପାଇଁ କେନ୍ଦ୍ର ସରକାରଙ୍କ ଷ୍ଟେଜ୍-୧ ଅନୁମୋଦନ। ପ୍ରକଳ୍ପକୁ ବାସ୍ତବରେ ରୂପାୟନ କରିବା ଦିଗରେ ଏକ ବଡ ପଦକ୍ଷେପ। ପରିବେଶ,ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ପକ୍ଷରୁ ସୂଚନା। ପୁରୀ ଜଙ୍ଗଲ ବିଭାଗରେ ୨୭.୮୮୭ ହେକ୍ଟର ଜମି ଯୋଗାଇ ଦିଆଯିବ।

Breaking News