Report Card Odisha

| Daily Odia News

ଆଶା ଭୋସ୍‌ଲେଙ୍କ ପରଲୋକ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

କିମ୍ବଦନ୍ତୀ ଗାୟିକା ଆଶା ଭୋସ୍‌ଲେଙ୍କ ପରଲୋକ ହୋଉଛି । ଆଶାଙ୍କ ପରଲୋକ ନେଇ ତାଙ୍କ ପୁଅ ଆନନ୍ଦ ଭୋସ୍‌ଲେ ସୂଚନା ଦେଇଛନ୍ତି। ହୃଦଘାତ ଯୋଗୁଁ ଆଶଙ୍କ ଦେହାନ୍ତ ହୋଇଛି | ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି | ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ପ୍ରାୟ ୭ ଦଶନ୍ଧିରୁ ସେ ତାଙ୍କ ସୁମଧୁର ଏବଂ ମନମୁଗ୍ଧକର ଗୀତ ମାଧ୍ୟମରେ ଲକ୍ଷ ଲକ୍ଷ ଲୋକଙ୍କ ହୃଦୟରେ ରହିଆସିଛନ୍ତି ।

Breaking News