ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍। ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବଡ ସୂଚନା ଦେଇଛନ୍ତି। ପ୍ରଥମଥର ଛାତ୍ରଛାତ୍ରୀଙ୍କୁ ଓଡିଆରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍। ଉଭୟ ଓଡିଆ ଓ ଇଂରାଜୀରେ ମାଟ୍ରିକ ସାର୍ଟିଫିକେଟ୍ ଉପଲବ୍ଧ ହେବ। ଶନିବାର ଅପରାହ୍ଣରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଷ୍ଟେଟ୍ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ। www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ। ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ +୨ ରେଜଲ୍ଟ।






More Stories
ରାଜ୍ୟରେ ଶିକ୍ଷା ବ୍ୟବସ୍ଥାର ବଡ ତ୍ରୁଟି; ବହିରେ ୧୬୭୮ଟି ଭୁଲ ଚିହ୍ନଟ…..
ଚେମେଲୀଙ୍କୁ ୭୦ ଲକ୍ଷ ଟଙ୍କା….
ଜରୁରୀ ସେବାକୁ ଇନ୍ଧନ ମନା କଲେ ଜେଲ୍…..