ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ ଆସନ୍ତା ୭ ତାରିଖ ଯାଏଁ ରହିବ କାଳବୈଶାଖୀର ପ୍ରଭାବ । କାଳବୈଶାଖୀ ଯୋଗୁ ଆସନ୍ତା ଦୁଇ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି । ରାଜ୍ୟରେ ଆଜି ମଧ୍ୟ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି । ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାକୁ ଥିବାବେଳେ ପବନର ବେଗ ୫୦ରୁ ୬୦ କିଲୋମିଟର ଯାଏଁ ବହିପାରେ।






More Stories
ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ…..
ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ…..
ନୂଆ ହିତାଧିକାରୀଙ୍କୁ ମିଳିବ ଭତ୍ତା…..