ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କୋଲକାତାର ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଶୁଭେନ୍ଦୁ ଅଧିକାରୀ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ କେ.ଏନ୍ ରବି ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ମଞ୍ଚରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ଶାହା, ଏନ୍ଡିଏ ଶାସିତ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ବହୁ ବରିଷ୍ଠ ଭାଜପା ନେତା ଉପସ୍ଥିତ ଅଛନ୍ତି। ଶୁଭେନ୍ଦୁଙ୍କ କ୍ୟାବିନେଟ୍ରେ ଜଣେ ମହିଳାଙ୍କ ସମେତ ୨ ଜଣ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ ହୋଇପାରନ୍ତି ବୋଲି ସୂତ୍ରରୁ ଜଣାପଡ଼ିଛି।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..