ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ହିମନ୍ତ ବିଶ୍ୱ ଶର୍ମା ଆସାମର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଜେପି ନଡ୍ଡା ହିମନ୍ତ ବିଶ୍ୱଙ୍କ ନାମ ଘୋଷଣା କରିଛନ୍ତି। ମେ ୧୨ ତାରିଖ ଦିନ ପୂର୍ବାହ୍ନ ୧୧:୦୦ ଟାରେ ହିମନ୍ତ ବିଶ୍ୱ ଶର୍ମା ତୃତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଏହା ସହିତ, ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଲଗାତାର ଦ୍ୱିତୀୟ ଥର ପାଇଁ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..