ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ ଓଡ଼ିଶାକୁ ଏହା ତାଙ୍କର ପ୍ରଥମ ଗସ୍ତ ହେବ।
More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..
ବଢିଲା ଧାନ ସଂଗ୍ରହ ଅବଧି…..
ବର୍ଷ ଦଶମ ବିଦ୍ୟାର୍ଥୀଙ୍କ ପାଇଁ ଲାଗୁ ହେବନି ତୃତୀୟ ଭାଷା…..