ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀଙ୍କ ମଧ୍ୟରେ ଭୟ ସୃଷ୍ଟି କରି ପୋଲିସ ସାଧାରଣ ଲୋକଙ୍କ ପାଇଁ ବନ୍ଧୁ ହେବାକୁ ସେ ପରାମର୍ଶ ଦେଇଛନ୍ତି। କ୍ରାଇମ ମ୍ୟାପିଙ୍ଗ, ଗୁଇନ୍ଦା ତଥ୍ୟ, କଡାକଡ଼ି ପାଟ୍ରୋଲିଂ ଉପରେ ଗୁରରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ଆଗୁଆ ପଦକ୍ଷେପ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି।






More Stories
ବଢିଲା ପେଟ୍ରୋଲ,ଡିଜେଲ, ସିଏନଜି…..
ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି…..
ସୌମ୍ୟ ହତ୍ୟା ମାମଲା:ବନ୍ଧା ହେଲା ମୁଖ୍ୟ ଅଭିଯୁକ୍ତ ଚିନୁ…..