ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରରେ ବୁଲିଲା ଖଣ୍ଡା। ସାମାନ୍ୟ ବଚସାରୁ ଦୁର୍ବୃତ୍ତମାନେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ଥିବା ଜଣାପଡିଛି। ଭୁବନେଶ୍ବର ଭରତପୁର ଥାନା ଅଞ୍ଚଳ ତାରିଣୀ ବସ୍ତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଖଣ୍ଡା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ…..
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..