ରିପୋର୍ଟ କାର୍ଡ / ଭୁବନେଶ୍ବର
ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ପ୍ରଧାନମନ୍ତ୍ରୀ ଆସିବେ ବୋଲି ସୂଚନା ଦେଇଛନ୍ତି ଏମପି ନବଚରଣ ମାଝୀ । ଓଡ଼ିଶା ଗସ୍ତ ନେଇ ରାଷ୍ଟ୍ରପତି ଭବନରୁ ଖବର ଆସିଥିବା ଏମପି କହିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୯ ତାରିଖରେରେ ରାଇରଙ୍ଗପୁର ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ଆସିବା ନେଇ ସୂଚନା ରହିଛି । ରାଇରଙ୍ଗପୁରରେ ନବନିର୍ମିତ ଷ୍ଟାଡିୟମ୍ ଉଦଘାଟନ କାର୍ଯ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଦାମି କାରରେ ଦେଶୀ ମଦ ଚାଲାଣ…..
୬ ଜିଲ୍ଲାକୁ ସତର୍କ ସୂଚନା ଜାରି…..