Report Card Odisha

| Daily Odia News

ଜିଲ୍ଲାରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୧୮ତମ ପାଳିରେ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ-୨ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ତାଙ୍କ ସହିତ ୧୩ ଜଣ ମନ୍ତ୍ରୀ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଆଗକୁ ଗ୍ରୀଷ୍ମଋତୁ ପରେ ଜିଲ୍ଲା ସ୍ତରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି।

Breaking News