ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ଗୃହରକ୍ଷୀଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଗୃହରକ୍ଷୀ ମାନଙ୍କ ଦୈନିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ କାର୍ଯ୍ୟରତ ଗୃହରକ୍ଷୀଙ୍କ ପାଇଁ ଖୁସି ଖବର ଆଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟରତ ଗୃହରକ୍ଷୀଙ୍କ ଦୈନିକ ଭତ୍ତା ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ। ଦୈନିକ ୧୧ଟଙ୍କା ଲେଖାଏଁ ଭତ୍ତା ବୃଦ୍ଧି ହୋଇଛି। ପୂର୍ବରୁ ଏହି ମୂଲ୍ୟ ଦୈନିକ ୬୩୯ ଟଙ୍କା ଥିଲା। ଏବେ ଏହା ବୃଦ୍ଧି ପାଇ ୬୫୦ ଟଙ୍କାକୁ ବୃଦ୍ଧି ହୋଇଛି। ତେବେ ଏହି ବର୍ଦ୍ଧିତ ଭତ୍ତା ପିଛିଲା ଭାବେ ଜାନୁଆରୀ ୧ରୁ ଲାଗୁ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।






More Stories
ମୌସୁମି ଆସିବାକୁ ନେବ ଆଉ ଦୁଇଦିନ ଅଧିକ…..
‘ସଂକଳ୍ପରୁ ସିଦ୍ଧି’…..
୧୫ IPS ଅଫିସରଙ୍କୁ ୧୭ ଜିଲ୍ଲା ନିରୀକ୍ଷଣ ଦାୟିତ୍ୱ…..