ରିପୋର୍ଟ କାର୍ଡ / ଭୁବନେଶ୍ୱର
ମୋହନ ସରକାରକୁ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଆଜିଠୁ ରାଜ୍ୟରେ ଲାଗୁ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା। ଏହି ଯୋଜନାରେ ହିତାଧିକାରୀଙ୍କୁ ଆହୁରି ମାଗଣା ଚାଉଳ ମିଳିବ । ପୂର୍ବରୁ ସେମାନଙ୍କୁ ୫ କେଜି ମାଗଣା ଚାଉଳ ମିଳୁଥିବା ବେଳେ ଏବେ ୧୦ କେଜି ମିଳିବ । ସେହିପରି KGରୁ PG ଦେୟମୁକ୍ତ ଶିକ୍ଷା ମିଳିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ଏହି ସୁବିଧା ମିଳିବ । ଖାଲି ସେତିକି ନୁହେଁ ଏକାସଙ୍ଗେ ୩ ମାସର ଭତ୍ତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।






More Stories
ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବଡ଼ ବାତ୍ୟା…..
ଆଜି ନୂଆଁଖାଇ;ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ…..
ଫେରିବ ମୌସୁମି…..