ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି। DG ପାହ୍ୟାକୁ ଯାଇଛନ୍ତି ଓଡ଼ିଶା କ୍ୟାଡରର୍ ୨ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ ଏବଂ ପଦ୍ମାକର ଏସ୍ ରଣପିସେ। ସୁଧାଂଶୁ ୧୯୯୦ ବ୍ୟାଚ୍ର IPS ହୋଇଥିବାବେଳେ ରଣବିସେ ୧୯୯୫ ବ୍ୟାଚ୍ର IPS ବୋଲି ଜଣାପଡ଼ିଛି।







More Stories
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି……
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..