ରିପୋର୍ଟ କାର୍ଡ / ଭୁବନେଶ୍ୱର
ହାଇଦ୍ରାବାଦ କୋର୍ଟ ପକ୍ଷରୁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ସମନ ଜାରି କରାଯାଇଛି। ସମନରେ ଅଭିନେତା ଅଲ୍ଲୁଙ୍କୁ ଆସନ୍ତା ୨୨ ତାରିଖରେ କୋର୍ଟରେ ହାଜର ହେବାକୁ କୁହାଯାଇଛି। ଦଳାଚକଟା ମାମଲାରେ ହାଇଦ୍ରାବାଦ କୋର୍ଟ ପକ୍ଷରୁ ଏହି ସମନ ଜାରି କରାଯାଇଛି। ସୂଚନା ଯୋଗ୍ୟ, ହାଇଦ୍ରାବାଦରେ ଫିଲ୍ମ ପୁଷ୍ପା-୨ର ପ୍ରିମିୟର ଶୋ’ ବେଳେ ଦଳାଚକଟା ହୋଇଥିଲା। ଦଳଚକଟାରେ ଜଣେ ମହିଳା ପ୍ରାଣ ହରାଇଥିଲେ। ଏହି ମାମଲାରେ ୧୧ ନମ୍ବର ଅଭିଯୁକ୍ତ ଭାବେ ଅଲ୍ଲୁ ଅର୍ଜୁନଙ୍କ ନାଁ ରହିଛି।






More Stories
ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ….
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..
‘ଗୋନ୍ଧାଲ’ କୁ ଓସ୍କାର…..