ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୁଣି ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ଅଧିକାରୀ। ମଙ୍ଗଳବାର ସମ୍ବଲପୁର ସିଏଡିଏ ବିଭାଗର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନ ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍ ଚଢାଉ ଆରମ୍ଭ କରିଛି। କଟକ, ବାଲେଶ୍ୱର, ସମ୍ବଲପୁର,ମାଲକାନଗିରିର ଏକକାଳୀନ ମୋଟ ୭ଟି ସ୍ଥାନରେ ଏହି ଚଢାଉ କରାଯାଇଛି।
More Stories
୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ…..
ସଞ୍ଜୀବ ପଣ୍ଡା,ଯଶୋବନ୍ତ ଜେଠୱାଙ୍କୁ ପଦୋନ୍ନତି…..
ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ ମୋଦି…..