ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ହେବାକୁ ଥିବା ୪୩ତମ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ୍) ବୈଠକରେ ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ଦ୍ୱିତୀୟବର୍ଷ ପୂର୍ତ୍ତି ଉତ୍ସବ ଉପଲକ୍ଷେ ଅନେକଗୁଡିଏ ଯୋଜାକୁ କାର୍ଯ୍ୟାନ୍ବୟନ କରାଯିବାକୁ ଲକ୍ଷ୍ୟ ରହିଛି। ଏହାକୁ ନେଇ ରାଜସ୍ବ, ପୂର୍ତ୍ତ, ଜଳସମ୍ପଦ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ସରକାରଙ୍କ ନିକଟକୁ ଆସିଛି। ଏନେଇ ମଙ୍ଗଳବାର ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟମାନଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।






More Stories
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ:ଦକ୍ଷତାକୁ ନେଇ ପ୍ରଶ୍ନବାଚୀ…..
୯ରେ ଓଡିଶା ଆସିବେ ଉପରାଷ୍ଟ୍ରପତି…..
ପ୍ରବଳ ବର୍ଷୀବ…..