ରିପୋର୍ଟ କାର୍ଡ / ଭୁବନେଶ୍ୱର
ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ସରକାର। ଏଯାଏ ୧୮.୭୯ ଲକ୍ଷ ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଛି। ୫ ଜିଲାରେ ଧାନ ପଡ଼ି ରହିଥିବାରୁ ସରକାର ଧାନ ସଂଗ୍ରହ ଅବଧି ବୃଦ୍ଧି କରିଥିବା ମନ୍ତ୍ରୀ କହିଛନ୍ତି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..