ରିପୋର୍ଟ କାର୍ଡ / ଭୁବନେଶ୍ଵର
ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏପରି ନିର୍ଦ୍ଦେଶ ଦେଇଛନ୍ତି। ଲଗାଣ ବର୍ଷା ପାଇଁ ସହରାଞ୍ଚଳରେ ଜଳବନ୍ଦୀ ଓ ଜଳ ଜମିବା ଆଶଙ୍କା ରହିଛି। ଏନେଇ ହାଇଆଲର୍ଟରେ ଜରୁରୀ ପରିସ୍ଥିତିରେ ପଦକ୍ଷେପ ପାଇଁ ୟଏଲ୍ବି ସଜାଗ ରହିବା ଆବଶ୍ୟକ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ସମସ୍ତ ମହାନଗର ନିଗମ, ପୌରପାଳିକା ଓ ଏନ୍ଏସିକୁ ଏହି ପରାମର୍ଶ ଦିଆଯାଇଛି। ଚିହ୍ନଟ ହଟ୍ସ୍ପଟ୍ରେ ଜଳବନ୍ଦୀ ରୋକିବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ।






More Stories
ଅକ୍ଟୋବର ସୁଦ୍ଧା ଏସଆଇ ପରୀକ୍ଷା…..
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……