ରିପୋର୍ଟ କାର୍ଡ / କଟକ
କଟକର ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରୁ ମହିଳା ଇନ୍ସପେକ୍ଟର-ଇନ୍-ଚାର୍ଜ (IIC) ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ, ଚାଉଳିଆଗଞ୍ଜ ଥାନା କ୍ୱାର୍ଟର୍ସରେ ଥିବା ତାଙ୍କ ବାସଭବନରୁ ବ୍ୟୁଟି ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା।ତେବେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।ତେବେ ସେ ଦୀର୍ଘଦିନ ହେବ ସାଇନାସାଇଡ ରୋଗରେ ପୀଡିତ ଥିଲେ, ଯନ୍ତ୍ରଣା ସହ୍ୟ କରି ନ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା।ପୋଲିସ ପକ୍ଷରୁ ତଦନ୍ତ ଶେଷ ହେବା ପରେ ଘଟଣାର ପ୍ରକୃତ କାରଣ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ ବୋଲି ଆଶା କରାଯାଉଛି।






More Stories
IAS ସ୍ତରରେ ଅଦଳବଦଳ…..
ସାମିଲ ହେବେ ଯୁବ ଓ କଟିଥିବା ଭୋଟର…..
ଝଡବର୍ଷା ସମ୍ଭାବନା…..