ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ SIR ପ୍ରକ୍ରିୟାରେ କଟିଲା ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ | ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍ ଗୋପାଳନ | ରାଜ୍ୟରେ ବର୍ତ୍ତମାନ ରହିଛନ୍ତି ୩ କୋଟି ୧୩ ଲକ୍ଷ ଭୋଟର | ଭୁଲରେ କାହାର ନାଁ କଟିଥିଲେ ଏନେଇ ଆବେଦନ କରିପାରିବେ | BLOଙ୍କୁ କଲ୍ କରି ଅଥବା ୱେବସାଇଟରେ ନାଁ ଅଛି କି ନାହିଁ ଚେକ୍ କରିହେବ | ନାଁ ନଥିଲେ ଫର୍ମ-୬ର ଆନେକ୍ସର-୪ ଅନୁଯାୟୀ ଆବେଦନ କରିହେବ | ୧୮ ବର୍ଷରୁ ଊର୍ଦ୍ଧ୍ବ ସମସ୍ତେ ଆବେଦନ କରି ପାରିବା ନେଇ ସୂଚନା |






More Stories
ବଢ଼ୁଛି ନଦୀମାଙ୍କର ଜଳସ୍ତର…..
ଆଜି ସ୍କୁଲ ଛୁଟି…..
ଚାକିରୀ ଛାଡିଲେ ଭୁବନେଶ୍ୱର ଡିସିପି…..