Report Card Odisha

| Daily Odia News

୧୨ ଜିଲ୍ଲାରେ ପ୍ରବଳ ବର୍ଷୀବ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡ଼ା ଜିଲ୍ଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Breaking News