Report Card Odisha

| Daily Odia News

ଓସେପା ଅଫିସରୁ ତଥ୍ୟ ସଂଗ୍ରହ କଲା କ୍ରାଇମବ୍ରାଞ୍ଚ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍‌ ଶୁକ୍ରବାର ଓସେପା ଅଫିସ୍‌ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ଅଧିକାରୀମାନେ ଓସେପା ଉପନିର୍ଦ୍ଦେଶିକା ଇତିଶ୍ରୀ ନାୟକଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ଏପରକି କ୍ରାଇମବ୍ରାଞ୍ଚ ଟିମ୍‌ ଓସେପାରୁ ତଥ୍ୟ ଏବଂ ରିପୋର୍ଟ ସଂଗ୍ରହ କରି SCERT ଯିବ ବୋଲି ସୂଚନା ମିଳିଛି।

Breaking News