ରିପୋର୍ଟ କାର୍ଡ / କେନ୍ଦ୍ରାପଡ଼ା
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ ସଭ୍ୟଙ୍କ ମଧ୍ୟରୁ ୨୧ ଜଣ ତାଙ୍କ ନାଁରେ ଅନାସ୍ଥା ଆଣିଛନ୍ତି। ଅନାସ୍ଥା ଆଗତ ହେବା ପରେ ୨୭ ତାରିଖ ଅପରାହ୍ନ ୩.୩୦ରେ ସମସ୍ତ ସଭ୍ୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।






More Stories
ପୁଣି ଜୀବନ ନେଲା ସ୍କ୍ରବ୍ ଟାଇଫସ୍…..
୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ…..
ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି…..