Report Card Odisha

| Daily Odia News

ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି।

Breaking News