ରିପୋର୍ଟ କାର୍ଡ / ପାରଳାଖେମୁଣ୍ଡି
ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଜେଲ ଯାଇଛନ୍ତି । ସୋମବାର ସେ ପାରଳାଖେମୁଣ୍ଡି ଏସଡିଜେଏମ୍ ଅଦାଲତରେ ଆତ୍ମସମର୍ପଣ କରିବା ପରେ ଦାଖଲ କରିଥିବା ଜାମିନ ଆବେଦନକୁ ଅଦାଲତ ଖାରଜ କରିଦେଇଛନ୍ତି । ଫଳରେ ତାଙ୍କୁ ନ୍ୟାୟିକ ହାଜତକୁ ପଠାଯାଇଛି ।
More Stories
ଆଜିଠୁ ନୀଳାଚଳ ଅବଢ଼ା……
ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା:୨୪ ଘଣ୍ଟା ସତର୍କ ରହିବାକୁ ନିର୍ଦ୍ଦେଶ…..
ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଜନଅଭିଯୋଗ ଶୁଣାଣି ଶେଷ: ୯୬ ପ୍ରତିଶତ ଅଭିଯୋଗର ସମାଧାନ…..