ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଥଥିବା ସୂଚନା ମିଳିଛି। କେନ୍ଦ୍ର ସରକାର ଚାଷୀଙ୍କ ପାଇଁ ଅନେକ ଯୋଜନା ଚଳାଇଛନ୍ତି, ଯାହା ଲକ୍ଷ ଲକ୍ଷ ଚାଷୀଙ୍କୁ ସିଧାସଳଖ ଲାଭ ପହଞ୍ଚାଉଛି। ଆଜି ମଧ୍ୟ ଦେଶର ଅନେକ ଚାଷୀ ଆର୍ଥିକ ଭାବରେ ଅସୁରକ୍ଷିତ ଅଛନ୍ତି। ତେଣୁ ସେମାନଙ୍କୁ ସହାୟତା ପ୍ରଦାନ କରିବା ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରାଯାଇଥିଲା। ଏହି ଯୋଜନା ଅଧୀନରେ, ଚାଷୀମାନେ ପ୍ରତିବର୍ଷ ୬୦୦୦ ଅନୁଦାନ ପାଆନ୍ତି। ଏହା ତିନୋଟି କିସ୍ତିରେ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯାଏ।






More Stories
ନିର୍ବାଚନରେ ବିଜେପି କୁ ମାତ୍ର ୧ ଭୋଟ୍!…..
ପୁଣି ଆନ୍ଦୋଳନକୁ ଓହ୍ଲାଇବ CJP…..
ବୁଡ଼ିଗଲା ଜାହଜ: ୬ ମୃତ, ୧୩୦ ନିଖୋଜ!…..