ରିପୋର୍ଟ କାର୍ଡ / ବାଲିଅନ୍ତା
ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ୱାଇଁଙ୍କୁ ଭିଡ଼ ଭିତରେ ହତ୍ୟା ଘଟଣାରେ ବୁଧବାର ଅଭିଯୁକ୍ତଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଚାର୍ଜସିଟ ଦାଖଲ କରିଛି। ୧୧ ଜଣଙ୍କ ବିରୋଧରେ ୭୬୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ପୂର୍ବରୁ ବାଲିଅନ୍ତା ଥାନା ପୋଲିସ ଗିରଫ କରିଥିବା ୯ ଜଣଙ୍କ ବିରୋଧରେ ପ୍ରମାଣ ମିଳି ନଥିବାରୁ ଚାର୍ଜସିଟ ଦାଖଲ ହୋଇନାହିଁ। ଗିରଫ ୨୦ ଜଣଙ୍କ ମଧ୍ୟରୁ ୧୧ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ ହୋଇଛି। ଭୁବନେଶ୍ୱର ଏସଡିଜେଏମ କୋର୍ଟରେ ୭୬୭ ପୃଷ୍ଠାର ଚାର୍ଜସିଟ୍ ଦାଖଲ ହୋଇଛି।






More Stories
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..
ଚକୋଲେଟ୍ ବାଣ୍ଟିଲେ ରାଷ୍ଟ୍ରପତି……
ଭାଜପା ଉପରୁ ଜନତାଙ୍କ ବିଶ୍ୱାସ ତୁଟିଛି,ଏଠାରୁ ପରିବର୍ତ୍ତନର ଆରମ୍ଭ :ଧର୍ମେନ୍ଦ୍ର….