ରିପୋର୍ଟ କାର୍ଡ / ଭୁବନେଶ୍ୱର
ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ | ଏହି ଅବସରରେ ୬ଟି ବିଭାଗର ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
More Stories
ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ….
ମାଗଣା ହେବ କ୍ୟାନ୍ସର ଚିକିତ୍ସା…..
CMOରୁ ଫାଇଲ୍ ଗାଏବ ମାମଲା; ତତ୍କାଳୀନ ମୁଖ୍ୟମନ୍ତ୍ରୀଙ୍କ କିରାଣି ଘରେ ଚଢ଼ଉ…..