ରିପୋର୍ଟ କାର୍ଡ / ବଲାଙ୍ଗୀର
ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏ ଅମୃତ ବେଳା ଥିବାରୁ ଏହି ସମୟ ମଧ୍ୟରେ ସମସ୍ତ ଦେବାଦେବୀଙ୍କ ଠାରେ ନୂଆଁ ଅର୍ପଣ କରାଯିବ ବୋଲି ରାଜପୁରୋହିତ ସନ୍ତୋଷ କୁମାର ଦାଶ ସୂଚନା ଦେଇଛନ୍ତି। ଲଗ୍ନ ଧାର୍ଯ୍ୟ ହେବା ପରଠାରୁ ସମଗ୍ର ପଶ୍ଚିମ ଓଡ଼ିଶାରେ ନୂଆଁଖାଇ ଉତ୍ସାହ ଆରମ୍ଭ ହୋଇଯାଇଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..