ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭାରତ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ଡି.ଏ.ଭି. ପବ୍ଲିକ ସ୍କୁଲ କଳିଙ୍ଗ ନଗର ଭୁବନେଶ୍ୱରରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଉତ୍ସାହ ଓ ଉଦ୍ଦୀପନାର ସହିତ ଆୟୋଜିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍କୁଲର ଏନ୍ସିସି କ୍ୟାଡେଟ୍, ସ୍କାଉଟ୍ସ ଓ ଗାଇଡ୍ସ, ଜେଆରସି କ୍ୟାଡେଟ୍, ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କର୍ମଚାରୀମାନେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।






More Stories
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..
ସୌମ୍ୟ ହତ୍ୟା ମାମଲା:ମିଳିଲାନି ପ୍ରମାଣ,ମୁକୁଳିଲେ ଅଭିଯୁକ୍ତ…..
କୁଆଖାଇ ନଦୀରେ ଯୁବକ ଭାସିଯିବା ଘଟଣା;ଜଣଙ୍କ ମୃତଦେହ ଉଦ୍ଧାର…..