Report Card Odisha

| Daily Odia News

ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର ସଞ୍ଜୟ କୁମାର ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ମିଳିଛି। ତାଙ୍କ ସ୍ଥାନରେ ଆଇଏଏସ୍‌ ଅଫିସର ସୁନ୍ଦର ମାଧବ ପାଢ଼ୀଙ୍କୁ ଓଏସ୍‌ଆର୍‌ଟିସି ଜେନେରାଲ ମ୍ୟାନେଜର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।

Breaking News