ରିପୋର୍ଟ କାର୍ଡ / ଭୁବନେଶ୍ୱର
ପୂର୍ବତନ ଡିଜିପି ଯୋଗେଶ ବାହାଦୂର ଖୁରାନିଆଙ୍କୁ ହାଇକୋର୍ଟ ପକ୍ଷରୁ କାରଣ ଦର୍ଶାଅ ନୋଟିସ୍ ଜାରି ହୋଇଛି। ବାରମ୍ବାର ସୁଯୋଗ ସତ୍ତେ୍ୱ କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନ ହେବାରୁ ନୋଟିସ୍ ଜାରି କରାଯାଇଛି। ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ କରିବାର ମଧ୍ୟ ଅଭିଯୋଗ ରହିଛି।
More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..