ରିପୋର୍ଟ କାର୍ଡ / ଭୁବନେଶ୍ୱର
ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ ଇଣ୍ଟରନାଲ ପରୀକ୍ଷା ଦେଲେ ୩ ବର୍ଷ ପାଇଁ ରଖିଥିବା ମାର୍କ ବୈଧ ରହିବ। ୩ ବର୍ଷ ମଧ୍ୟରେ କୃତକାର୍ଯ୍ୟ ନ ହେଲେ ପୁଣିଥରେ ଇଣ୍ଟରନାଲ ପରୀକ୍ଷା ଦେବେ। CHSE ସିଲାବସ କମିଟି ମିଟିଂରେ ନୂଆ ନିୟମକୁ ଅନୁମୋଦନ ମିଳିଛି। ତେବେ ଏହି ନୂଆ ନିୟମ ୨୦୨୭ରୁ ଲାଗୁ ନେଇ ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..