ରିପୋର୍ଟ କାର୍ଡ / ଭୁବନେଶ୍ୱର
ସପ୍ତଦଶ ବିଧାନସଭାର ସପ୍ତମ ତଥା ମୌସୁମି ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ |ଏନେଇ ଗୁରୁବାର ବିଧାନସଭା ସଚିବାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଅକ୍ଟୋବର ୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଏଥିରେ ୮ଟି ସରକାରୀ ଏବଂ ଗୋଟିଏ ବେସରକାରୀ କାର୍ଯ୍ୟଦିବସକୁ ମିଶାଇ ମୋଟ ୯ଟି କାର୍ଯ୍ୟଦିବସ ରହିବ। ସେପ୍ଟେମ୍ବର ୨୬ ଓ ୨୭ ସରକାରୀ ଛୁଟି ଯୋଗୁଁ ଗୃହକାର୍ଯ୍ୟ ବନ୍ଦ ରହିବ। ସେହିପରି ଅକ୍ଟୋବର ୨ରେ ଗାନ୍ଧୀ ଜୟନ୍ତୀ ପାଇଁ ମଧ୍ୟ ଗୃହକାର୍ଯ୍ୟ ବନ୍ଦ ରହିବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..