Report Card Odisha

| Daily Odia News

ଆଜିଠୁ ପ୍ରବଳ ବର୍ଷୀବ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା ସହିତ ୧୨ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ସପ୍ତାହେ ଧରି ରାଜ୍ୟରେ ତାପମାତ୍ରା ଉପରମୁହଁା ଥିବାବେଳେ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ବୁଧବାରଠାରୁ ପାଣିପାଗରେ ପରିବର୍ତ୍ତନ ହେବା ନେଇ ସୂଚନା ଦିଆଯାଇଛି।

Breaking News