Report Card Odisha

| Daily Odia News

୧୧ରେ ମୋଦି-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ନୂଆଦିଲ୍ଲୀରେ ହେବାକୁ ଯାଉଥିବା ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୧ ତାରିଖ ଶୁକ୍ରବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ ବୋଲି କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ ମଙ୍ଗଳବାର କହିଛନ୍ତି। ମସ୍କୋରୁ ଭର୍ଚୁଆଲି ଖବରଦାତାମାନଙ୍କୁ ଉଦ୍‌ବୋଧନ ଦେଇ ପେସ୍କୋଭ କହିଛନ୍ତି, ରାଷ୍ଟ୍ରପତି ପୁଟିନ୍‌ଙ୍କ ନୂଆଦିଲ୍ଲୀ ଗସ୍ତ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଆଉ ଏକ ଦ୍ୱିପାକ୍ଷିକ ଆଲୋଚନା ନେଇ ଆମେ ଅପେକ୍ଷା କରିଛୁ।

Breaking News