ରିପୋର୍ଟ କାର୍ଡ / କଟକ
ଗଜପତି ଜିଲ୍ଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ ଆବେଦନ କରିଥିଲେ ତାହାକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ହାଇକୋର୍ଟଙ୍କ ଏହି ବଡ଼ ନିଷ୍ପତ୍ତି ପରେ ବିଦ୍ୟାଭାରତୀଙ୍କ ଗିରଫଦାରୀ ଆଶଙ୍କା ବଢ଼ାଇଛି






More Stories
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..
ମୁଖ୍ୟମନ୍ତ୍ରୀ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା…..
ଆଜିଠୁ ପ୍ରବଳ ବର୍ଷୀବ….