ରିପୋର୍ଟ କାର୍ଡ / ଭୁବନେଶ୍ୱର
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ | ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ସୂଚନା ଦେଇଛନ୍ତି। ‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ରାହୁଲ ଯୋଗ ଦେବେ | ରାହୁଲଙ୍କ ସହିତ ଅନ୍ୟ ବରିଷ୍ଠ କଂଗ୍ରେସ ନେତା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ଭକ୍ତ ସୂଚନା ଦେଇଛନ୍ତି।
More Stories
ଓମ୍ଫେଡ୍ ବିକିବ ଆଇସକ୍ରିମ୍ ଓ ପାଣି…..
ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବଡ଼ ବାତ୍ୟା…..
ଆଜି ନୂଆଁଖାଇ;ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ…..