ରିପୋର୍ଟ କାର୍ଡ / ଭୁବନେଶ୍ୱର
ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ। ସ୍ଥାନୀୟ ପ୍ରଶାସନ ସହିତ ସମନ୍ୱୟ ରକ୍ଷା ପାଇଁ ସମ୍ପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପାର୍ଥିବ ଶରୀରକୁ ସସମ୍ମାନେ ଓଡ଼ିଶା ଫେରାଇ ଆଣିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି।






More Stories
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..
ନରାଜ ହେବ ବିଶ୍ୱସ୍ତରୀୟ ସେମି କଣ୍ଡକ୍ଟର ହବ୍…..
ପରିବହନ ବିଭାଗର ଅତିରିକ୍ତ ସଚିବ ଗିରଫ…..